Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ନିର୍ବାଚନ ତାରିଖ ଘୋଷଣା ତଥା ଆଚରଣ ବିଧି ଲାଗୁ ପୂର୍ବରୁ ଏହା ଥିଲା ରାଜ୍ୟ କ୍ୟାବିନେଟର ଶେଷ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ କେଉଁ କେଉଁ ପ୍ରସ୍ତାବ ଉପରେ ମଂଜୁରୀ ଲାଗିଛି ସେ ନେଇ ଏକ ସ୍ୱତନ୍ତ୍ର ପ୍ରେସମିଟ୍ ଆୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ