Masthead

ଅନୁଷ୍ଠିତ ହୋଇଛି ‘ମୋ ଦଳର’ ଉଦ୍ଘାଟନୀ ସମାବେଶ

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁରଜ଼ିଲ୍ଲା ମୋ ଦଳ ସଂଗଠନ ପକ୍ଷ ରୁ ଆଜି ବିରଜା କଲ୍ୟାଣ ମଣ୍ଡପ ରେ ଉଦଘାଟନୀ ସମାରୋହ ଆୟୋଜିତ ହୋଇଛି। କାଯ୍ୟକ୍ରମରେ ନବନିର୍ମାଣର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗ ଦେଇ ଆଗାମୀ ନିର୍ବାଚନରେ ମୋ ଦଳ ଏକ ବିକଳ୍ପ ହୋଇ ଛିଡା ହେବ ବୋଲି ମତ ଦେଇଛନ୍ତି। ବୈଠକରେ ପ୍ରତିଷ୍ଠାତା ସଭାପତି ନିତ୍ୟାସୁନ୍ଦର ଦାଶ ଉପସ୍ଥିତ ରହି ମୋ ଦଳ କୁ ଅଧିକ ସଂଗଠିତ କରିବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ