Before Header

ନେତାଜୀ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଦେବ ଏକ ନୂଆ ପରିଚୟ, କାଲି ହେବ ଉଦଘାଟନ

0 25

କଟକ(ବଡ଼ ଖବର ବ୍ୟୁରୋ):ଆସନ୍ତାକାଲି ଉଦଘାଟନ ହେବ କଟକ ନେତାଜୀ ବସ ଟର୍ମିନାଲ । ଏଥିପାଇଁ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । କଟକନୂଆ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଏକ ନୂଆ ପରିଚୟ ଦେବ । ୧୬ ଏକରରୁ ଅଧିକ ଅଞ୍ଚଳରେ ନିର୍ମିତ ଏହି ବସ ଟର୍ମିନାଲ ପାଇଁ ୭୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ବସ ଟର୍ମିନାଲର ଅନ୍ୟତମ ମୁଖ୍ୟ ଆକର୍ଷଣ ରହିଛି ଏଠାକାର ଆହାର କେନ୍ଦ୍ର ।

ଏହି ବସ ଟର୍ମିନାଲକୁ ସ୍ଥାନାନ୍ତରିତ ହେବ କଟକର ବାଦାମବାଡ଼ି, ଅନୁଗୁଳ, ପୁରୀ ଆଦି ସମସ୍ତ ବସ ଷ୍ଟାଣ୍ଡ । ଏଥିରେ ସବୁ ପ୍ରକାରର ଅତ୍ୟାଧୁନିକ ସୁବିଧା ସୁଯୋଗ ଉପଲବ୍ଧ କରାଯାଇଛି ।

Leave A Reply

Your email address will not be published.