Masthead

ନାବାଳିକାକୁ ଖୁଣ୍ଟିରେ ବାନ୍ଧି ମାଡ଼ ମାରିବା ଘଟଣା, ୪ଗିରଫ

ନବରଙ୍ଗପୁର(ବଡ଼ ଖବର ବ୍ୟରୋ): ଟଙ୍କା ଚୋରୀ ଅଭିଯୋଗରେ ନାବାଳିକାଙ୍କୁ ଖୁଣ୍ଟ ରେ ବାନ୍ଧି ମାଡ଼ ମାରିବା ଘଟଣା । ୪ଜଣଙ୍କୁ ଗିରଫ କରିଛି ପୋଲିସ । ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା କାଉଡଲା ପଂଚାୟତର ତାରଙ୍ଗପୁରୀ ଗାଁରେ ନାବାଳିକାକୁ ଖୁଣ୍ଟରେ ବାନ୍ଧି ମାଡ ମାରିବା ଭିଡିଓ ଭାଇରାଲ ହୋଇଥିଲା । ଟଙ୍କା ଚୋରି କରିଥିବା ଅଭିଯୋଗ ନେଇ ଜଣେ ନାବାଳିକାଙ୍କୁ ଗୋଡ଼ାଇ ଗୋଡ଼ାଇ ଧରି ଏକ ଖୁଣ୍ଟରେ ବାନ୍ଧି ଚପଲ ମାଳ ପିନ୍ଧାଇବା ସହିତ ମାଡ଼ ମାରିଥିଲେ । ତେବେ ଏହି ଘଟଣାରେ କୁନେ୍ଦଇ ପୋଲିସ ୪ଜଣଙ୍କୁ ଗିରଫ କରି ପଚରାଉଚରା କରୁଛି । ଅଭିଯୁକ୍ତ ମାନେ ହେଲେ ଭାଗୀ ଗଣ୍ଡ , ଜନକ ଗଣ୍ଡ , ଜଲ ଗଣ୍ଡ ଓ ଅଗନୁ ଗଣ୍ଡ । ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ