Masthead

ବଢିଲା ଆୟକର ରିଟର୍ଣ୍ଣ ଅବଧି

ନୂଆ ଦିଲ୍ଲୀ(ବଡ଼ ଖବର ବ୍ୟରୋ):      ଆୟକର ରିଟର୍ଣ୍ଣସର ଅବଧି ପୁଣି ବଢିଛି । ଆୟକର ରିଟର୍ଣ୍ଣସ ଦାଖଲ କରିବାକୁ କେନ୍ଦ୍ର ସରକାର ଆଜି ସମୟସାମୀ ବୃଦ୍ଧି କରିଛନ୍ତି । ବର୍ତ୍ତମାନ ଲୋକମାନେ ଡିସେମ୍ବର ୩୧ ସୁଦ୍ଧା ସେମାନଙ୍କର ଆୟକର ରିଟର୍ଣ୍ଣସ ଦାଖଲ କରିପାରିବେ ବୋଲି ସରକାର ଘୋଷଣା କରିଛନ୍ତି । ତେବେ ସାଧାରଣତଃ ଜୁଲାଇ ମାସ ଶେଷ ସୁଦ୍ଧା ଆୟକର ରିଟର୍ଣ୍ଣସ ଦାଖଲ କରାଯାଇଥାଏ ।

ଆଗରୁ କେନ୍ଦ୍ର ସରକାର ସେପ୍ଟେମ୍ବର ୩୦ ଯାଏଁ ସରକାର ଟିକସ ଅବଧିକୁ ବୃଦ୍ଧି କରିଥିଲେ । ହେଲେ ଏବେ ଏହାକୁ ଡିସେମ୍ବର ୩୧ ଯାଏଁ ପୁଣି ବୃ୍ଦ୍ଧି କରିଦିଆଯାଇଛି । ସୂଚନା ଅନୁସାରେ କରୋନାକୁ ଦୃଷ୍ଟିରେ ରଖି ଏପରି କରାଯାଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା