Masthead

ଭିତର କାମ ରେଳ ବିଭାଗ, ବାହାର କାମ କରିବେ ରାଜ୍ୟ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ରେଳଷ୍ଟେସନ ବିକାଶ ନେଇ ପ୍ରଶ୍ନ କାଳରେ ଉଦବେଗ ପ୍ରକାଶ କଲେ ବିରୋଧୀ। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ପ୍ରଶ୍ନ ଭୁବନେଶ୍ୱର ରେଳଷ୍ଟେସନ ବିକାଶ ପାଇଁ ରାଜ୍ୟ ସରକାର କ’ଣ ପଦକ୍ଷେପ ନେଇଛନ୍ତି। ମନ୍ତ୍ରୀ ପ୍ରତାପ ଜେନା ଏହା ଉପରେ ଗୃହରେ ରଖିଲେ ଉତ୍ତର।

ଭୁବନେଶ୍ୱର ରେଳଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ରେଳ ବିଭାଗକୁ ରାଜ୍ୟ ସରକାରଙ୍କ ତରଫରୁ ଦୀର୍ଘ ଫିନ ଦୃଷ୍ଟି ଆକର୍ଷଣ କରଯାଉଛି। ରେଳ ବିଭାଗ କୌଣସି ପଦକ୍ଷେପ ନ ନେବାରୁ ରାଜ୍ୟ ସରକାର ଏହାର ବିକାଶ କାମ ନିଜ ହାତକୁ ନେଇଛନ୍ତି। ତେବେ ପରବର୍ତ୍ତୀ ସମୟରେ ଭୁବନେଶ୍ୱର ଷ୍ଟେସନ ଭିତରର ବିକାଶ କାମ ରେଳ ବିଭାଗ କରିବାକୁ ନିଷ୍ପତି ନେଇଛି।

ବାହାର କାମ ରାଜ୍ୟସରକାର ନିଜସ୍ୱ ପାଣ୍ଠିରୁ କରିବେ । ସେଠାରେ ୧୯ ମହଲା ବିଶିଷ୍ଟ ମଲ୍ଟି ମଡାଲ ହବ ନିର୍ମାଣ ହେବ। ଭୁବନେଶ୍ୱର ଏୟାପୋର୍ଟ ଅଥୋରିଟି ଏନେଇ ଅନୁମତି ଦେଇଛି। ତାସହ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ଗୃହରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା