Masthead

ଅତ୍ୟାଧୁନିକ ପଦ୍ଧତିରେ ଚାଲିଛି ତଦନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ଫୋରେନସିକ ସାଇନ୍‌ସ ଲାବୋରେଟୋରୀ, ନୂଆଦିଲ୍ଲୀସ୍ଥିତ କେନ୍ଦ୍ର ଫୋରେନସିକ ଲାବୋରେଟୋରୀ ଏବଂ ଗାନ୍ଧୀନଗରସ୍ଥିତ ଗୁଜୁରାଟ ରାଜ୍ୟ ଫୋରେନସିକ ସାଇନ୍‌ସ ଲାବୋରେଟୋରୀ ଏ ଦିଗରେ ରାଜ୍ୟ କ୍ରାଇମବ୍ରାଞ୍ଚକୁ ସହାୟତା କରୁଛନ୍ତି । ସାକ୍ଷୀମାନଙ୍କର ବକ୍ତବ୍ୟ ତଥା ଅଭିଯୁକ୍ତର ଜେରାକୁ ଭିତ୍ତିକରି ଗୋପାଳ ଦାସର ମାନସିକ ଅବସ୍ଥାର ଅନୁଶୀଳନ ଏକ ୪ ଜଣିଆ ମାନସିକରୋଗ ବିଶେଷଜ୍ଞ ବୋର୍ଡଙ୍କ ଦ୍ବାରା କରାଯାଇଛି। ଏତଦ୍‌ବ୍ୟତୀତ ଅଭିଯୁକ୍ତ ସତ କହୁଛି କି ପ୍ରତାରଣା କରୁଛି, ତାକୁ ପରୀକ୍ଷା କରିବା ପାଇଁ ତା’ର Forensic Psychological Assessment ଏବଂ Layered voice Analysis Test ନୂଆଦିଲ୍ଲୀ କେନ୍ଦ୍ରୀୟ Forensic Science Laboratoryର ବିଶେଷଜ୍ଞମାନଙ୍କ ଦ୍ବାରା କରାଯାଇଅଛି ।
ଅଭିଯୁକ୍ତ ଠାରୁ ସତ୍ୟ ଉଦ୍‌ଘାଟନ ତଥା ଅଧିକ ତଥ୍ୟ ବାହାର କରିବାପାଇଁ ଗୁଜୁରାଟ State Forensic Science Laboratoryରେ ବିଶେଷଜ୍ଞଙ୍କ ଦ୍ବାରା Narco Analysis କରାଯାଇଅଛି । ତେଣୁ ସତ୍ୟର ଉଦ୍‌ଘାଟନ ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରାଯିବା ସହିତ ଶ୍ରେଷ୍ଠ ବିଶେଷଜ୍ଞ ମାନଙ୍କ ପରାମର୍ଶ ମଧ୍ୟ ନିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି