Masthead

ଆଫଗାନରେ ନିର୍ବାଚନ ପାଇଁ ଦାବି କଲେ ଇରାନ ରାଷ୍ଟ୍ରପତି

କାବୁଲ(ବଡ଼ ଖବର ବ୍ୟୁରୋ):  ଆଫଗାନୀସ୍ତାନକୁ ଜବରଦଖଲ କରିବା ପରେ ତାଲିବାନ ଏବେ ସେଠାରେ ସରକାର ଗଠନ କରିବାକୁ ବିଳମ୍ବ କରୁଛି । ସରକାର ଗଢିବା ନେଇ ଆଗୁଆ ଘୋଷଣା କରିଥିଲା ତାଲିବାନ । ହେଲେ ଏବେ ବିଳମ୍ବ ହେଉଥିବା ଦେଖିବାକୁ ମିଳିଛି । ଏହାରି ଭିତରେ ଇରାନର ରାଷ୍ଟ୍ରପତି ଆଫଗାନରେ ନିର୍ବାଚନ କରିବା ନେଇ ଦାବି କରିଛନ୍ତି । ନିର୍ବାଚନର ତାରିଖ ଘୋଷଣା କରିବା ନେଇ ତାଲିବାନକୁ ନିର୍ଦ୍ଦେଶ ଦେଇଛି । ଶନିବାର ଏକ ସରକାରୀ ନ୍ୟୁଜ ଚ୍ୟାନଲରେ ସାକ୍ଷାତକାର ଦେଇ ସେ କହିଛନ୍ତି ଯେ ଆଫଗାନିସ୍ତାନରେ ଆମେ ଆଉ ରକ୍ତପାତ ଦେଖିପାରିବୁ ନାହିଁ । ଏ ନେଇ ସେଠାରେ ନିର୍ବାଚନ ହେବା ଆବଶ୍ୟକ । ଫଳରେ ଦେଶରେ ଆଉ ବିଶୃଙ୍ଖଳା ଓ ଅରାଜକତା ଦେଖାଦେବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା