Masthead

ଗୃହରେ ଉଠିବ ମମିତା ମେହର ପ୍ରସଙ୍ଗ !

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ମମିତା ମେହର ହତ୍ୟା ମାମଲାରେ ଗିରଫ ହୋଇ କଣ୍ଟାବାଞ୍ଝି ଜେଲରେ ବିଚାରାଧୀନ ବନ୍ଦୀ ଥିବା ଗୋବିନ୍ଦ ସାହୁର ରହସ୍ୟଜନକ ଭାବେ ମୃତୁ୍ୟ ହୋଇଥିଲା । ଏହା ହତ୍ୟା ନା ଆତ୍ମହତ୍ୟା ସେହି ରହସ୍ୟ ଉନ୍ମୋଚନ କରିବାରେ କ୍ରାଇମବ୍ରାଞ୍ଚ ବିଫଳ ହୋଇଥିବାରୁ କ୍ଷୋଭ ପ୍ରକାଶ କରିଛି କଂଗ୍ରେସ । ଏ ସମ୍ପର୍କରେ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯାଇଛି । ଗୃହମନ୍ତ୍ରୀ ଏସମ୍ପର୍କରେ ଗୃହରେ ସବିଶେଷ ତଥ୍ୟ ରଖିବାକୁ ବିରୋଧୀ କଂଗ୍ରେସ ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ