ବିଧାନସଭାରେ କୋଠରୀ ଆବଣ୍ଟନ ପ୍ରସଙ୍ଗ ଜୋର ଧରିବାରେ ଲାଗିଛି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡ ବିଧାନସଭା ପରିସରରେ ନମାଜ ପଢିବା ପାଇଁ କୋଠରୀ ଆବଣ୍ଟନ ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗକୁ ସହଜରେ ହଜମ କରିପାରୁ ନାହାଁନ୍ତି ବିଜେପି ନେତା ସିପି ସିଂହ । ତେବେ ବିଧାନସଭାରେ ହିନ୍ଦୁମାନଙ୍କୁ ମଧ୍ୟ ହନୁମାନ ମନ୍ଦିର ନିର୍ମାଣ କରିବାର ଅନୁମତି ମିଳୁ ବୋଲି ବିଜେପି ନେତା କହିଛନ୍ତି ।

ଏହା ପୂର୍ବରୁ ବିଜେପି ନେତା ବିରଞ୍ଚି ନାରାୟଣ ମଧ୍ୟ ଏନେଇ ବିବୃତ୍ତି ଦେଇଥିଲେ । ସେ ଦାବି କରିଥିଲେ ନମାଜ ପଢିବା ପାଇଁ ଯଦି କଠୋରୀ ଯୋଗାଇ ଦିଆଯାଉଛି, ତା’ହାଲେ ହନୁମାନ ଚାଳିସା ପଢିବା ପାଇଁ ମଧ୍ୟ କଠୋରୀ ଯୋଗାଇବା ଆବଶ୍ୟକ ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!