Masthead

ଆଜି ବି ଚାଲିଛି ଆଇଟି ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ନେତା ସୁବ୍ରତ ଛାଟୋଇଙ୍କ ଶିକ୍ଷାନୁଷ୍ଠାନ ଉପରେ ଆଇଟି ରେଡ୍‌ । ଦ୍ୱିତୀୟ ଦିନରେ ମଧ୍ୟ ୬ ସ୍ଥାନରେ ୧୦ଟି ଟିମ୍‌ର ଏକକାଳୀନ ଚଢ଼ାଉ । ଭୁବନେଶ୍ବର କୋଚିଂ ସେଣ୍ଟରରେ ଆଜି ବି ଆୟକର ଟିମ୍‌ର ରେଡ୍‌ । ଭୁବନେଶ୍ୱର, ଯାଜପୁର, ନିମାପଡ଼ା ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଗତକାଲି ଏକା ସାଙ୍ଗରେ ତାଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ରେଡ ଚାଲିଥିଲା । ଭୋର ୪ ଟାରୁ ଏହି ରେଡ ଆରମ୍ଭ ହୋଇଥିଲା ।

ଗତବର୍ଷ ମେ ମାସରେ ମଧ୍ୟ ସମାନ ତରିକାରେ ଉକ୍ତ କୋଚିଂ ସେଣ୍ଚରରେ ଜିଏସଟି ରେଡ ହୋଇଥିଲା । ଲକ୍ଷ ଲକ୍ଷ ଟଙ୍କାର ଟ୍ୟାକ୍ସ ଫାଙ୍କିବା ନେଇ ସେତେବେଳେ ମଧ୍ୟ ସୁବ୍ରତଙ୍କ ଉପରେ ଅଭିଯୋଗ ହୋଇଥିଲା । ପରେ ପରେ ଏନେଇ ମାମଲା ରୁଜୁ କରାଯିବା ସହ ସୁବ୍ରତଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ