Masthead

ଆଜି ବି ଚାଲିଛି ଆଇଟି ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ନେତା ସୁବ୍ରତ ଛାଟୋଇଙ୍କ ଶିକ୍ଷାନୁଷ୍ଠାନ ଉପରେ ଆଇଟି ରେଡ୍‌ । ଦ୍ୱିତୀୟ ଦିନରେ ମଧ୍ୟ ୬ ସ୍ଥାନରେ ୧୦ଟି ଟିମ୍‌ର ଏକକାଳୀନ ଚଢ଼ାଉ । ଭୁବନେଶ୍ବର କୋଚିଂ ସେଣ୍ଟରରେ ଆଜି ବି ଆୟକର ଟିମ୍‌ର ରେଡ୍‌ । ଭୁବନେଶ୍ୱର, ଯାଜପୁର, ନିମାପଡ଼ା ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଗତକାଲି ଏକା ସାଙ୍ଗରେ ତାଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ରେଡ ଚାଲିଥିଲା । ଭୋର ୪ ଟାରୁ ଏହି ରେଡ ଆରମ୍ଭ ହୋଇଥିଲା ।

ଗତବର୍ଷ ମେ ମାସରେ ମଧ୍ୟ ସମାନ ତରିକାରେ ଉକ୍ତ କୋଚିଂ ସେଣ୍ଚରରେ ଜିଏସଟି ରେଡ ହୋଇଥିଲା । ଲକ୍ଷ ଲକ୍ଷ ଟଙ୍କାର ଟ୍ୟାକ୍ସ ଫାଙ୍କିବା ନେଇ ସେତେବେଳେ ମଧ୍ୟ ସୁବ୍ରତଙ୍କ ଉପରେ ଅଭିଯୋଗ ହୋଇଥିଲା । ପରେ ପରେ ଏନେଇ ମାମଲା ରୁଜୁ କରାଯିବା ସହ ସୁବ୍ରତଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ