Masthead

ପାକ ବିରୋଧୀ ଆନ୍ଦୋଳନର ରିପୋର୍ଟିିଂ କରି ଗିରଫ ହେଲେ ସାମ୍ବାଦିକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଲିବାନର କ୍ରୁରତା ଦିନକୁ ଦିନ ବଢିବାରେ ଲାଗିଛି । ବିଶ୍ୱବାସୀ କେବଳ ତାଲିବାନର ଆତଙ୍କ ଦେଖିବା ଛଡା କିଛି କରିପାରୁ ନାହିଁ । ଏହା ମଧ୍ୟରେ ପାକିସ୍ତାନ ବିରୋଧରେ ଆନ୍ଦୋଳନ କରୁଥିବା ଆନ୍ଦୋଳନକାରୀଙ୍କ ଉପରେ ଗୁଳିଚଳାଇ ଥିଲା ତାଲିବାନ ।

କେବଳ ଏତିକି ନୁହେଁ ବରଂ ଏ ଘଟଣାର ରିପୋର୍ଟିି କରୁଥିବା ସାମ୍ବାଦିକଙ୍କୁ ଗିରଫ କରିଥିବାର ମଧ୍ୟ ସୂଚନା ମିଳିଛି । ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଟୋଲୋ ଓ ଆରିଆନା ନ୍ୟୁଜର ସାମ୍ବାଦିକ ଏବଂ କ୍ୟାମେରାମ୍ୟାନ ରହିଛନ୍ତି । ତେବେ ଆନ୍ଦୋଳନର ରିପୋର୍ଟିଂ କରୁଥିବା ବେଳେ କ୍ୟାମେରାମ୍ୟାନ ୱାହୀଦ ଅହମାନୀଙ୍କୁ ତାଲିବାନର ସଦସ୍ୟମାନେ ଗିରଫ କରିଛନ୍ତି ବୋଲି ଟୋଲୋ ନ୍ୟୁଜ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି