Masthead

ବିଚାରପତି ହିଁ ଦେଶର ଶେଷ ଆଶା: ଇମ୍ରାନ ଖାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାବବିହ୍ୱଳ ହେଲେ ପାକିସ୍ତାନ ପୂର୍ବତ୍ତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । କହିଲେ ପାକିସ୍ତାନର ଗଣତନ୍ତ୍ର ଅସୁରକ୍ଷିତ । ସୁପ୍ରିମକୋର୍ଟ ଚାହିଁଲେ ଦେଶର ସ୍ଥିତି ସୁରକ୍ଷିତ ହୋଇପାରିବ ବୋଲି ସେ କହିଛନ୍ତି । ସୁପ୍ରିମକୋର୍ଟଙ୍କୁ ଅପିଲ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ । ବିଚାରପତି ହିଁ ଦେଶର ଶେଷ ଆଶା । ଦେଶରେ ଆଉ ଆଇନ କାନୁନର ବ୍ୟବସ୍ଥା ନାହିଁ ।

ସେପଟେ ଇମ୍ରାନ ଏକ କମିଟି ଗଠନ କରିବେ, ଯେଉଁ କମିଟି ଲୋକଙ୍କୁ ନିକଟକୁ ଯାଇ ଇମ୍ରାନଙ୍କ ପ୍ରସଙ୍ଗରେ ଦୁଇଟି ପ୍ରଶ୍ନ ପଚାରିବେ । ଇମ୍ରାନଙ୍କୁ ବାଦ ଦେଇ ପାକିସ୍ତାନରେ ଭଲ ସରକାର ଗଠନ କରିହେବ କି ନାହିଁ, ଦ୍ବିତୀୟରେ ପାକିସ୍ତାନ ରାଜନୀତିରେ ଇମ୍ରାନ ରହିବେ କି ନାହିଁ । ଏହି କମିଟି ଲୋକଙ୍କଠୁ ଉତ୍ତର ପାଇବା ପରେ ଆସନ୍ତା ଅକ୍ଟୋବରରେ ନିର୍ବାଚନ ଲଢିବାକୁ ଦଳ ପ୍ରସ୍ତୁତ ହେବ ଇମ୍ରାନ ଖାନ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା