Masthead

ନାବାଳକକୁ ଟାଙ୍ଗିଆରେ ହାଣି ହତ୍ୟା

ମୟୁରଭଞ୍ଜ(ବଡ ଖବର ବ୍ୟୁରୋ): ଜମିବାଡି ବିବାଦକୁ ନେଇ ବଳିପଡିଗଲା ନାବାଳକ । ନାବାଳକୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୁତ୍ତ । ଛଟପଟ ହୋଇ ଚାଲିଗଲା ଜୀବନ । ଘଟଣାଟି ଘଟିଛି ମୟୁରଭଞ୍ଜ ଜିଲ୍ଲାରେ । ମୟୁରଭଞ୍ଜ ଜିଲ୍ଲାର ମୋରଡା ଥାନା ଅନ୍ତର୍ଗତ ମହୁଲବଣୀ ଗାଁରେ ହରେକୃଷ୍ଣ ମହାନ୍ତଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ଦଶମ ଶ୍ରେଣୀର ଛାତ୍ର ହେଉଛନ୍ତି ହରେକୃଷ୍ଣ ମହାନ୍ତ ଦଶମ ।

ଗୋଚର ଜମିରେ ଘର କରିବାକୁ ନେଇ କିଛି ଲୋକଙ୍କ ସହ ତାଙ୍କର ଗଣ୍ଡଗୋଳ ହୋଇଥିଲା। ଫଳରେ କିଛି ଦୁର୍ବୃତ୍ତ ହରେକୃଷ୍ଣଙ୍କୁ ଗୋଡାଇ ଗୋଡାଇ ଟାଙ୍ଗିଆରେ ହାଣି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଥିବା ଜଣାପଡିଛି। ତେବେ ଏହି ମାମଲାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ଜଣା ପଡିଛି । ଏହି ମାମଲାର ଅଧିକ ତଦନ୍ତ ଚଳାଇଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ