Masthead

ମୂର୍ତ୍ତି ବିସର୍ଜନ ବେଳେ ଭାସିଗଲେ ନାବାଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ:  ଗଣେଶ ମୂର୍ତ୍ତି ବିସର୍ଜନ କରିବା ବେଳେ ଘଟିଛି ଅଘଟଣ । ମୂର୍ତ୍ତି ବିସର୍ଜନ କରିବାକୁ ଯାଇ ଭାସିଗଲେ ନାବାଳକ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ରାଜଘାଟଠାରେ ଥିବା ବରୁଣୀ ମନ୍ଦିର ସୁବର୍ଣ୍ଣରେଖା ନଦୀ ଘାଟ ଠାରେ । ନିଖୋଜ ଥିବା ଛାତ୍ରଜଣକ ହେଲେ ରାମଚନ୍ଦ୍ରପୁର ଗାଁର ଗୁରୁପ୍ରସାଦ ସାମଲ ।

ସୂଚନା ଅନୁସାରେ ଗୁରୁପ୍ରସାଦ ନିଜ ସାହି ପିଲାଙ୍କ ସହ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ତେବେ ମୂର୍ତ୍ତି ବିସର୍ଜନ କରୁ କରୁ ସମସ୍ତଙ୍କ ଗୋଡ ଖସି ଯାଇଥିଲା । ହେଲେ ସମସ୍ତେ ପହଁରି ପଳାଇ ଆସିଥିବା ବେଳେ ଗୁରୁପ୍ରସାଦ ପାଣିରେ ବୁଡି ଯାଇଥିଲେ । ତେବେ ଖବର ପାଇ ଘଟଣାସ୍ଥଳରେ ଜଳେଶ୍ୱର ଅଗ୍ନିଶମ ବାହିନୀ ପହଞ୍ଚି ଖୋଜା ଖୋଜି ଆରମ୍ଭ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି