Masthead

ନୂଆ ଉତ୍ସାହ ନେଇ ଆସୁଛି ‘ଦ କପିଲ ଶର୍ମା’ ସୋ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ପୁଣି ଟିଭି ପରଦାକୁ ଫେରିବେ ସମସ୍ତଙ୍କ ପ୍ରିୟ କମେଡି କିଙ୍ଗ କପିଲ ଶର୍ମା । ନୂଆ ଉତ୍ସାହ ନେଇ ଆସୁଛି ଦ କପିଲ ଶର୍ମା ସୋ । ନୂଆ ସିଜିନ୍ ପାଇଁ ସୋନୀ ପକ୍ଷରୁ ଜାରି ହୋଇଛି ପ୍ରମୋ । କରୋନା ଟିକାକରଣ ଆରମ୍ଭ ହେଉଥିବାରୁ ଦର୍ଶକଙ୍କୁ ଟିକାର ଦୁଇଟି ଡୋଜ୍ ନେଇ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆହ୍ୱାନ ଦିଆଯାଉଛି ।

ଏହି ପ୍ରମୋରେ କପିଲ ଶର୍ମାଙ୍କ ସହ, କ୍ରିଷ୍ଣା ଅଭିଶେଷ, କିକୁ ସାରଦା, ଭାରତୀ ସିଂ, ଅର୍ଜନା ପୁରନସିଂ ପ୍ରମୁଖ ନଜର ଆସୁଛନ୍ତି । ତେବେ କେବେଠୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ସେ ନେଇ କୌଣସି ନିର୍ଦ୍ଧିଷ୍ଟ ତାରିଖ ସମ୍ପର୍କରେ ସୂଚନା ଦିଆଯାଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’