Masthead

ମଧ୍ୟପ୍ରଦେଶରେ ଟ୍ୟାକ୍ସ ଫ୍ରି ହେଲା ‘ଦ କେରଲା ଷ୍ଟୋରି’

ମଧ୍ୟପ୍ରଦେଶ  (ବଡ଼ ଖବର ବ୍ୟୁରୋ):  ବହୁ ବିବାଦ ମଧ୍ୟରେ ଫିଲ୍ମ ‘ଦି କେରଲା ଷ୍ଟୋରି’ ଶୁକ୍ରବାର ହଲରେ ରିଲିଜ୍‌ ହୋଇଛି। ତେବେ ରିଲିଜ୍‌ ପରେ କେତେକ ରାଜ୍ୟରେ ଏହି ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିବାକୁ ଦାବି କରାଯାଇଛି। ମଧ୍ୟପ୍ରଦେଶ ସରକାର ‘ଦ କେରଳ ଷ୍ଟୋରି’ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିଛନ୍ତି ସରକାର । ବିଜେପି ଓ ହିନ୍ଦୁ ସଙ୍ଗଠନ ପକ୍ଷରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୈାହ୍ୱାନଙ୍କୁ ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିବାକୁ ପ୍ରସ୍ତାବ ଦେଇଥିଲେ ।

ମଧ୍ୟପ୍ରଦେଶ ସରକାର ଏହାକୁ ଟ୍ୟାକ୍ସ ଫ୍ରି କରିଛନ୍ତି। ମୁଖମନ୍ତ୍ରୀ ଶିବରାଜ ସିଂ ଚୌହାନ ଶନିବାର ଟୁଇଟ ଜରିଆରେ ଏହି ବିଷୟରେ ଘୋଷଣା କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ‘ଦି କେରଲା ଷ୍ଟୋରି’ ହେଉଛି ଏକ ଏପରି ଫିଲ୍ମ ଯାହା ଆତଙ୍କବାଦର ଭୟାନକ ସତ୍ୟକୁ ପ୍ରକାଶ କରିଛି। ମଧ୍ୟପ୍ରଦେଶରେ ଏହି ଫିଲ୍ମକୁ ଟ୍ୟାକ୍ସ ଫ୍ରି କରିବାକୁ ନିଷ୍ପତ୍ତି ନିଆଯାଇଛି। ସେପଟେ ମହାରାଷ୍ଟ୍ରରେ ଫିଲ୍ମ କେରଲା ଷ୍ଟୋରିକୁ ଟ୍ୟାକ୍ସ ଫ୍ରି କରିବାକୁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ