Masthead

ବଦଳିଲେ କୋରାପୁଟ ଜିଲ୍ଲାପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲେ କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର । ତାଙ୍କ ସ୍ଥାନରେ କଟକ ପିଡି ଡିଆର୍‌ଡିଏ ମହମ୍ମଦ ଅବଦାଲ ଅଖତରଙ୍କୁ ଦାୟିତ୍ୱ । କୋଟିଆ ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ନିର୍ବାଚନ ନେଇ ଚର୍ଚ୍ଚା ଜୋର ଧରିବାପରେ ମଧୁସୂଦନ ମିଶ୍ରଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗକୁ ବଦଳି କରାଯାଇଛି ।

କୋରାପୁଟର ସୀମାରେ ଥିବା କୋଟିଆ ପଞ୍ଚାୟତର ୩ଟି ଗାଁ ତଳଗଞ୍ଜେଇପଦର, ପଟୁ ସିନେରୀ ଓ ଫଗୁଣସିନେରୀକୁ ଆନ୍ଧ୍ର ସରକାର ନିଜ ଦଖଲକୁ ନେଇ ସେଠାରେ ନିର୍ବାଚନ କରିବାନେଇ ଘୋଷଣା କରିଥିବାରୁ ଦିନ ତମାମ ଗଣମାଧ୍ୟମରେ ଚର୍ଚ୍ଚା ହେବାପରେ କୋରାପୁଟ ଜିଲ୍ଲା ପ୍ରଶାସନର ଦାୟିତ୍ୱହୀନତା କଥା ସାମ୍ନାକୁ ଆସିଥିଲା। ଯେଉଁଥିପାଇଁ ସରକାର ତରବରିଆ ଭାବରେ ଶ୍ରୀ ମିଶ୍ରଙ୍କୁ ବଦଳି କରିଥିବା କଥା ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା