Masthead

ଆଜିଠୁ ଗଡିବ ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଆଜି ମାଲକାନଗିରିରେ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମ ଦିନରେ ଗଡିବ ୩୬ଟି ବସ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହେବ । ପଞ୍ଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ ।

ଆଗକୁ ଅନ୍ୟଜିଲ୍ଲାରେ ମଧ୍ୟ ଖୁବଶୀଘ୍ର ଲକ୍ଷ୍ମୀ ବସ ସେବା ମିଳିବ । ପ୍ରଥମ ପର‌୍ୟ୍ୟାୟରେ ୬ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ ସେବା ସାମିଲ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ ସେବା ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ