Masthead

ଆଜିଠୁ ଗଡିବ ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଆଜି ମାଲକାନଗିରିରେ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପ୍ରଥମ ଦିନରେ ଗଡିବ ୩୬ଟି ବସ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହେବ । ପଞ୍ଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ ହେବ ।

ଆଗକୁ ଅନ୍ୟଜିଲ୍ଲାରେ ମଧ୍ୟ ଖୁବଶୀଘ୍ର ଲକ୍ଷ୍ମୀ ବସ ସେବା ମିଳିବ । ପ୍ରଥମ ପର‌୍ୟ୍ୟାୟରେ ୬ଟି ଜିଲ୍ଲାରେ ଲକ୍ଷ୍ମୀ ଯୋଜନାରେ ବସ ସେବା ସାମିଲ ହେବ । ମାଲକାନଗିରି ପରେ କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ ସେବା ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା