Masthead

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷ ହେଲା ବାତ୍ୟା ‘ୟାଶ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ବାଲେଶ୍ୱର ବାହାନଗା ମଧ୍ୟରେ ଶେଷ ହେଲା ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ବେଳେ ବିଶେଷ କ୍ଷୟକ୍ଷତି ହୋଇନି । ରେମୁଣା-ବାହାନଗା ମଧ୍ୟରେ ଲ୍ୟାଣ୍ଡଫଲ । ନୀଳଗିରି ଅଞ୍ଚଳରେ ଉପୁଡ଼ିଛି ଅଧିକ ଗଛ । ଶିମିଳିପାଳରେ ପ୍ରବଳ ବର୍ଷା ହୋଇଛି ।

୪ମିଟର ଉଚ୍ଚରେ ଉଠିଛି ଜୁଆର । ବାଲେଶ୍ୱରର କିଛି ଅଞ୍ଚଳରେ ସମୁଦ୍ରପାଣି ପଶିଛି । ଭଦ୍ରକର କିଛି ଅଞ୍ଚଳରେ ସମୁଦ୍ର ପାଣି ପଶିଛି । ନଦୀବନ୍ଧ ଅଞ୍ଚଳରେ ବୈଷୟିକ ଟିମ । ମୟୂରଭଞ୍ଜ ଜିଲ୍ଲାରେ ଉପୁଡ଼ିବ ଅଧିକ ଗଛ । ଆସନ୍ତା ୧୨ଘଣ୍ଟା ମୟୂରଭଞ୍ଜ ପାଇଁ ଗୁରୁତ୍ୱପୂର୍ଣ୍ଣ । ମୟୂରଭଞ୍ଜରେ ପବନର ବେଗ ରହିବ ଘଣ୍ଟାପ୍ରତି ୧୦୦ କିଲୋମିଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା