ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ । ସମ୍ବଲପୁରରେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମଲେଶ୍ୱରୀଙ୍କ ଦର୍ଶନ ପରେ ଏମସିଏଲ୍ ଗେଷ୍ଟ ହାଉସକୁ ପ୍ରତ୍ୟାବର୍ତ୍ତନ କରି ସେଠାରେ ରାତ୍ରୀଯାପନ କରିଥିଲେ ରାଷ୍ଟ୍ରପତି । ଆଜି ବ୍ରହ୍ମକୁମାରୀ ସଂସ୍ଥାଦ୍ୱାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ- ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ ।

ପରେ ଝାରସୁଗୁଡ଼ା ବିମାନବନ୍ଦରରୁ ଦିନ ୧୧ଟା ୫ ମିନିଟରେ ବାଙ୍ଗାଲୋର ଗସ୍ତ କରିବେ । ତିନିଦିନିଆ ଓଡ଼ିଶା ଗସ୍ତରେ ମୟୂରଭଞ୍ଜ ଓ ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଷ୍ଟ୍ରପତି । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଗତକାଲି ଭିସୁଟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!