Masthead

ଆଜି ବସିବ ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ଚଳିତ ବର୍ଷ ଶେଷ ରାଜ୍ୟ କ୍ୟାବିନେଟ ବୈଠକ । ସଂଧ୍ୟା ୫ଟା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୧୨ଟି ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବାର ସମ୍ଭାବନା ରହିଛି । ଏହା ମଧ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ମଧୁସୂଦନ ଦାସଙ୍କ ଭଳି ମହ।ପୁରୁଷଙ୍କ ଗ୍ରାମ ତଥା ଜନ୍ମସ୍ଥଳୀକୁ ଆଦର୍ଶ ଗ୍ରାମର ମାନ୍ୟତା ଦେବା ପାଇଁ ସରରକାରଙ୍କ ପ୍ରସ୍ତାବ ରହିଛି । ଏହା ସହିତ କୃଷି ବିପନ୍ନ ଅଧ୍ୟାଦେଶ ସାଙ୍ଗକୁ ଓ ସେମାନଙ୍କୁ ଅଧିକ ସୁବିଧା ସୁଯୋଗ ଦିଆଯାଇପାରେ । ସେମାନଙ୍କର କୃଡ଼ର ପୁର୍ନଗଠନ ସହ ତାଙ୍କୁ ଅଧିକ ପଦ ଦିଆଯିବ । ଏହି ଗୁରୁତ୍ୱପୁର୍ଣ୍ଣ ବୈଠକ ଲୋକସେବା ଭବନରେ ବସିବ । ଅନ୍ୟପଟେ ଉଚ୍ଚଶିକ୍ଷା ବିଭାଗ, ପୁର୍ତ୍ତବିଭାଗ, ଆଇନ ବିଭାଗର କେତେକ ଗୁରୁତ୍ୱପୁର୍ଣ୍ଣ ପ୍ରସ୍ତାବ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ