Masthead

୨୦୨୦ର ଶେଷ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ମହାପ୍ରଭୁ ଜଗନ୍ନାଥଙ୍କୁ ପୁରୀ ସହରବାସୀଙ୍କ ୨୦୨୦ର ଆଜି ଶେଷ ଦର୍ଶନ । ସହରର ୨୮,୨୯,୩୧ ୱାର୍ଡ଼ବାସୀ ଆଜି ଦର୍ଶନ କରୁଛନ୍ତି । ହଜାର ହଜାର ଭକ୍ତ ଠାକୁରଙ୍କୁ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରୁଛନ୍ତି । ମୁହଁରେ ମାକ୍ସ, ହାତ ସାନିଟାଇଜ ସହ ସାମାଜିକ ଦୂରତା ଉପରେ ଦିଆଯାଇଛି ଗୁରୁତ୍ୱ । ସେପଟେ ଭଡ଼ାଟିଆ ଓ କର୍ମଜୀବି ବେଶ ଖୁସି ଅଛନ୍ତି ମହାପ୍ରଭୁଙ୍କ ଦର୍ଶନ କରି । ଆସନ୍ତା ପହିଲା ଓ ୨ ତାରିଖରେ ଭକ୍ତମାନଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ଆଗାମୀ ୩ ତାରିଖ ଦିନ ରାଜ୍ୟ ବାହାର ଭକ୍ତଙ୍କୁ ଦର୍ଶନ ପାଇଁ ସୁଯୋଗ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ