Masthead

ଆୟୁଷ୍ମାନ ଭାରତ ଡିଜିଟାଲର ଶୁଭାରମ୍ଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ । ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ । ୨୦୨୦ ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଳାର ପ୍ରାଚୀର ଉପରୁ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ପାଇଲଟ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଥିଲେ ।

ସମ୍ପ୍ରତି ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଏକ ପାଇଲଟ ପ୍ରକଳ୍ପ ଭାବେ ୬’ଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ୟ୍ୟକାରୀ ହେଉଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ବା ଏନଏଚଏ ଏହାର ପ୍ରତିଷ୍ଠାର ତୃତୀୟ ବର୍ଷ ପୂର୍ତ୍ତିପାଳନ କରିବା ଅବସରରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଦେଶବ୍ୟାପୀ କାର୍ୟ୍ୟକାରୀ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ