Masthead

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଲକାନାଗିରି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନାଗିରିରେ ସ୍ମାର୍ଟ ହେଲ୍ଥ କାର୍ଡର ଶୁଭାରମ୍ଭ କରିବେ । ସ୍ୱାଧିନତା ଦିବସରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ ଆସିବା ନେଇ ଘୋଷଣା କରିଥିଲେ । ୯୬ଲକ୍ଷ ଲୋକ ସ୍ମାର୍ଟ ହେଲ୍ଥ କାର୍ଡର ସୁବିଧା ପାଇବେ ।

ତେବେ ଆଜିଠାରୁ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି । ମାଲକାନଗିରିରୁ ସ୍ମାର୍ଟ ହେଲଥ କାର୍ଡ ବିତରଣ କରିବେ ରାଜ୍ୟ ସରକାର । ରାଜ୍ୟରେ ପ୍ରଥମ ଜିଲ୍ଲା ଭାବେ ମାଲକାନଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଆଜି ସକାଳ ସାଢ଼େ ୧୧ଟାରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲକାନଗିରି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପହଞ୍ଚିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ