Masthead

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାଲକାନାଗିରି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନାଗିରିରେ ସ୍ମାର୍ଟ ହେଲ୍ଥ କାର୍ଡର ଶୁଭାରମ୍ଭ କରିବେ । ସ୍ୱାଧିନତା ଦିବସରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ ଆସିବା ନେଇ ଘୋଷଣା କରିଥିଲେ । ୯୬ଲକ୍ଷ ଲୋକ ସ୍ମାର୍ଟ ହେଲ୍ଥ କାର୍ଡର ସୁବିଧା ପାଇବେ ।

ତେବେ ଆଜିଠାରୁ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି । ମାଲକାନଗିରିରୁ ସ୍ମାର୍ଟ ହେଲଥ କାର୍ଡ ବିତରଣ କରିବେ ରାଜ୍ୟ ସରକାର । ରାଜ୍ୟରେ ପ୍ରଥମ ଜିଲ୍ଲା ଭାବେ ମାଲକାନଗିରିରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଆଜି ସକାଳ ସାଢ଼େ ୧୧ଟାରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲକାନଗିରି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପହଞ୍ଚିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା