Masthead

ପ୍ରଚାର ବେଳେ ନେତା ଅସୁସ୍ଥ

କଣାସ (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ଖରାକୁ ଖାତିରି ନକରି ପ୍ରାର୍ଥୀ ମାନେ ପ୍ରଚାରକୁ ଗୁରୁତ୍ଵ ଦେଉଛନ୍ତି । ସେହିଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳିରେ । ବିଜେପି ବିଧାୟକ ପ୍ରାର୍ଥୀ ଓମ ପ୍ରକାଶ ମିଶ୍ର ପୁରୀ ଜିଲ୍ଲା କଣାସ ବ୍ଲକ କାଦୁଆ ପଞ୍ଚାୟତ କୌଡିଖଣି ଗାଁରେ ନିଜର ଦଳୀୟ ନିର୍ବାଚନୀ ପ୍ରଚାର କରିବା ସମୟରେ ପ୍ରଚଣ୍ତ ଖରା ଓ ଗୁଳୁଗୁଳି ପାଇଁ ଅସୁସ୍ଥ ହୋଇ ପଡିଲେ ।

ଏହି ପ୍ରଚାର ସମୟରେ ତାଙ୍କ ସହିତ ବିଜେପିର ପୁରୀ ସାଂସଦ ପ୍ରାର୍ଥୀ ସମ୍ବିଦ ପାତ୍ର ମଧ୍ୟ ଉପସ୍ଥିତ ଲେ । ପରେ ଗାଁ ଲୋକେ ଏକ ଗଛ ଛାଇ ଥିବା ଜାଗାକୁ ଓମ୍ ପ୍ରକାଶଙ୍କୁ ଆଣି ବିଂଚା ବିଞ୍ଚି କରି ତାଙ୍କୁ ପାଣି ଓଆରଏସ ଦେଇଥିଲେ । ସୁସ୍ଥ ହେବାପରେ ପୁଣି ପ୍ରଚାର ମଇଦାନକୁ ଓଲାହିଥିଲେ ଓମ୍ ପ୍ରକାଶ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି