Masthead

ନେତା ବାଣ୍ଟିଲେ ନବୀନ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ବିଭିନ୍ନ ଅଞ୍ଚଳର ଦାୟିତ୍ୱ ଦେଇଛନ୍ତି । ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂ, ଉମାକାନ୍ତ ସାମନ୍ତରାୟ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ପିପିଲି ଏନ୍ଏସି ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ୱ ଦିଆଯାଇଥିବା ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା