Masthead

ନେତା ନେଲେ ଟଙ୍କା!

ରେମୁଣା (ବଡ଼ ଖବର ବ୍ୟୁରୋ): ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କ ନାଁରେ ସଙ୍ଗୀନ ଅଭିଯୋଗ । ନେଇଛନ୍ତି ଲକ୍ଷ ଲକ୍ଷ ଟଙ୍କା ହେଲେ ଫେରାଇନାହାନ୍ତି । ଯାହାକୁ ନେଇ ମାମଲା ଏବେ କୋର୍ଟରେ ପହଂଛିଛି । ଚାନ୍ଦିପୁର ଥାନା ରଣସାହିର ତନ୍ମୟ ମହାନ୍ତିଙ୍କଠାରୁ ୧୩ଲକ୍ଷ ଟଙ୍କା ନେଇଥିଲେ ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡା । ବାରମ୍ବାର କହିବା ପରେ ମଧ୍ୟ ରେମୁଣା ବିଜେଡି ବିଧାୟକ ସୁଧାଂଶୁ ପରିଡା ଟଙ୍କା ଫେରାଇନଥିବା ଅଭିଯୋଗ ହୋଇଛି ।

ବହୁ କହିବା ପରେ ଫେରାଇଥିଲେ ୫ଲକ୍ଷ । ହେଲେ ୨୦୧୯ ନିର୍ବାଚନ ପୂର୍ବରୁ ପୁଣି ୬ଲକ୍ଷ ଟଙ୍କା ନେଇଥିଲେ । ହେଲେ ସମସ୍ତ ଟଙ୍କାକୁ ଆଉ ଫେରାଇନଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ କୋର୍ଟର ଦ୍ୱାରସ୍ତ ହୋଇଥିଲେ ତନ୍ମୟ ମହାନ୍ତି । ଆଇପିସି ଧାରା ୪୧୭, ୪୧୯ ଏବଂ ୪୨୦ରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ