Masthead

ବିଧିର ଇଏ କି ବିଧାନ, ବାପା ସହ ଚାଲିଗଲା ପୁଅର ଜୀବନ

ସୋନପୁର  (ବଡ଼ ଖବର ବ୍ୟୁରୋ): ବାପାଙ୍କୁ ଭଲ କରି ଆଣିବାକୁ ଯାଇଥିଲେ । ହେଲେ ଆସିଲା ବାପା-ପୁଅଙ୍କ ଶବ । ଏବେ ଶ୍ମଶାନରେ ଜଳୁଛି ଗୋଟିଏ ନୁହେଁ ଦୁଇ ଦୁଇଟି ଶବ । ଏଭଳି ହୃଦୟବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ବିଜ୍ଞାପିତ ଅଞ୍ଚଳରେ । ମୃତ ବାପା ହେଲେ ଆଦି ସା ଓ ପୁଅ ଆର୍ତ୍ତତ୍ରାଣ ସା । ଗତକାଲି ଆର୍ତ୍ତତ୍ରାଣ ବାପାଙ୍କ ଦେହ ଭଲ କରିବାକୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଯାଇଥିଲେ ।

ସେଠାରେ ବାପାଙ୍କୁ ବେଡକୁ ନେଇ ଯାଉଥିବାବେଳେ ଆର୍ତ୍ତତ୍ରାଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା । ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅର ମୃତ୍ୟୁ ଘଟଣାକୁ ସହ୍ୟ କରିନପାରି ବାପା ମଧ୍ୟ ଆଖି ମୁଜିଥିଲେ । ଯାହାକୁ ନେଇ ତରଭା ଅଚଂଳରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ