Masthead

ଆସୁଛି ଲିଗର

ମୁମ୍ବାଇ (ବଡ଼ ଖବର): କରନ ଜୋହରଙ୍କ ନୂଆ ଫିଲ୍ମ ‘ଲିଗର’ର ପୋଷ୍ଟର ସାମ୍ନାକୁ ଆସିଛି । ଏହି ଫିଲ୍ମରେ ଅଭିନେତା ବିଜୟ ଦେବରାକୋଣ୍ଡା ଓ ଅନନ୍ୟା ପାଣ୍ଡେ ନଜର ଆସିବେ । ଏହି ଫିଲ୍ମଟି ପୁରୀ ଜଗନ୍ନାଧଙ୍କ ନିର୍ଦ୍ଦେଶିତ ଏବଂ କରନ ଜୋହର ତାଙ୍କ ବ୍ୟାନର ଧର୍ମା ପ୍ରଡକ୍ସନ୍ ଅଧୀନରେ ନିର୍ମିତ ହୋଇଛି । ଏହି ଫିଲ୍ମର ପ୍ରଥମ ଲୁକ୍ କରନ ଜୋହର ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଏହି ଫିଲ୍ମରେ ବିଜୟ ଏବଂ ଅନନ୍ୟାଙ୍କ ସହ ରୋନିତ୍ ରୟ, ରାମିଆ କୃଷ୍ଣନ୍, ବିଷ୍ଣୁ ରେଡ୍ଡୀ ଏବଂ ମାକରାନ୍ଦ ଦେଶପାଣ୍ଡେଙ୍କ ଭଳି ଅଭିନେତା ନଜର ଆସିବେ । ‘ଲିଗର’ ଫିଲ୍ମଟି ୫ଟି ଭାଷାରେ ମୁକ୍ତିଲାଭ କରିବ । ହିନ୍ଦୁ ସହ ତେଲୁଗୁ, ତାମିଲ, କନ୍ନଡ ଏବଂ ମାଲାୟାଲମ୍ ଭାଷାରେ ମୁକ୍ତିଲାଭ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ