Masthead

ଆଜି ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ବିଜେପି । ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନରେ ଘୋଷଣା ହେବ ପ୍ରାର୍ଥୀ’। ୧୮ ତାରିଖରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଥିବାବେଳେ ଆଜି ବାକି ଥିବା ଆସନରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ହେଲେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ କିଛି ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ । ଆଉ ୩୫ ଆସନ ବାକି ଥିବାବେଳେ ଆଜି ପ୍ରାର୍ଥୀ ତାଲିକା ଆସିବ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା