Masthead

ଆଜି ପ୍ରକାଶ ପାଇବ ଯୁକ୍ତ୩ ମେଧା ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଯୁକ୍ତ୩ ମେଧା ତାଲିକା । ଉଚ୍ଚଶିକ୍ଷା ବିଭାଗ ଅଧୀନ ଯୁକ୍ତ ୩ ତଥା ସ୍ନାତକ କଲେଜଗୁଡ଼ିକରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟଅଫ୍‌ ମାର୍କ ତଥା ମେଧା ତାଲିକା ପ୍ରକାଶ ପାଇବ।

ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ ଅପରାହ୍ନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନଲାଇନରେ ନାମଲେଖା ଫି’ ଦାଖଲ କରିପାରିବେ। ସେପ୍ଟେମ୍ବର ୧୩ରୁ ୧୬ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଆଲର୍ଟ ହୋଇଥିବା କଲେଜରେ ରିପୋର୍ଟିଂ କରି ନାମ ଲେଖାଇବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି