Masthead

ଗତ ୨ମାସରେ ଦେଶରେ ସର୍ବନିମ୍ନ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୧ଲକ୍ଷ ୬୩୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୪୨୭ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଗତ ଦୁଇ ମାସ ମଧ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି । ତେବେ ଏହାକୁ ମିଶାଇ ଭାରତରେ ମୋଟ ୨କୋଟି ୮୯ଲକ୍ଷ ୯ହଜାର ୯୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ମୃତ୍ୟୁ ସଂଖ୍ୟା ୩ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି । ସେହିପରି ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି ଦେଶରେ । ୨୪ଘର୍ଟା ମଧ୍ୟରେ ୧ଲକ୍ଷ ୭୪ହଜାର ୩୯୯ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ରହିଛି ୨କୋଟି ୭୧ଲକ୍ଷ ୫୯ହଜାର ୧୮୦ । ଏହାଛଡ଼ା ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୦୧,୬୦୯।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ