Masthead

ଫିରିଙ୍ଗିଆ ଥାନା ପୋଡି ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡା(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଫିରିିଙ୍ଗିଆ ଥାନା ପୋଡି ଘଟଣାର ମୁଖ୍ୟ ଅଭିଯୁକ୍ତ । ମୁଖ୍ୟ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଫିରିଙ୍ଗିଆର ପୂର୍ବତନ ସରପଞ୍ଚ ବିଶ୍ୱ ରଞ୍ଜନ କଅଁର ଓରଫ ବାପି । ବାପିଙ୍କୁ ନୟାଗଡ ସହରରୁ ପୋଲିସ ଗିରଫ କରିଛି ।

ସେ ଲୋକଙ୍କୁ ଉସକାଇ ଏଭଳି ହିଂସାକାଣ୍ଡ ଭିଆଇଥିବା ସୂଚନା ରହିଛି । ବାପିଙ୍କୁ ମିଶାଇ ଏଯାବତ୍ ଏହି ମାମଲାରେ ୨୪ ଜଣଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା