Masthead

୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):   ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣା । ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ । ଗୋଟିଏ ସମ୍ପ୍ରଦାୟର ୨ଜଣ ମହିଳାଙ୍କୁ ବିବସ୍ତ୍ର କରି ବିଚ ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ ହୋଇଛି ।  ଭିଡିଓ ଭାଇରାଲ ହେବା ପରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଥିଲା ।

ଆଉ ଏବେ ଅଭିଯୁକ୍ତକୁ ଗିରଫ କରାଯାଇଛି । ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ