Masthead

ଲୁହା ପଥର ବୋଝେଇ ଟ୍ରକରେ ନିଆଁ ଲଗାଇଲେ ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପୂର୍ବରୁ ଛତିଶଗଡରେ ମାଓ ହିଂସା । ମାଲକାନଗିରି ଛତିଶଗଡ ସିମାନ୍ତ ନାରାୟଣପୁର ଜିଲ୍ଲାରେ ଚାରଟି ଲୁହା ପଥର ବୋଝେଇ ଟ୍ରକରେ ନିଆଁ ଲଗାଇ ପୋଡି ଦେଲେ ଲାଲବାହିନୀ । ଗତକାଲି ରାତିରେ ଛୋଟେ ଡଙ୍ଗର ଥାନା ଠାରୁ ମାତ୍ର ପାଞ୍ଚ ସହ ମିଟର ଦୂର ମୁଖ୍ୟ ରାସ୍ତା ଉପରେ ଏହି ଚାରୋଟି ଟ୍ରକରେ ନିଆଁ ଲଗାଇଥିଲେ ମାଓବାଦୀ ।

ଆମଦାଇ ଲୁହା ପଥର ଖଣିକୁ ପୂର୍ବରୁ ବିରୋଧ କରି ଆସୁଛନ୍ତି ମାଓବାଦୀ । ତେବେ ଏହି ହିଂସା କାଣ୍ଡ ପରେ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ନାରାୟଣପୁର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା