Masthead

ପୁଣି ସକ୍ରିୟ ହେଲେ ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଦୀର୍ଘ ଦିନ ନିରବତା ପରେ ପୁଣି ଥରେ ସକ୍ରିୟ ହୋଇଛନ୍ତି ମାଓବାଦୀ । ମାଲକାନଗିରି ଜିଲ୍ଲା ମାଥିଲି ଚନ୍ଦ୍ରାଗୁଡାରେ ଠିକାଦାରଙ୍କୁ ଗଳା କାଟି ଅତି ବିଭତ୍ସ ଭାବେ ହତ୍ୟା କରିଛନ୍ତି ନକ୍ସଲ । ଏହାସହ ରାସ୍ତାକାମରେ ନିୟୋଜିତ ଥିବା ତିନୋଟି ଗାଡି ମଧ୍ୟ ପୋଡିଛନ୍ତି ମାଓବାଦୀ । ମୃତ ଠିକାଦାରଙ୍କ ନାଁ ସୁକୁମାର ମଣ୍ଡଳ । ମାଓବାଦୀଙ୍କ ଏପରି ବର୍ବରକାଣ୍ଡ ପରେ ଅଂଚଳରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ