Masthead

ରାଜସ୍ୱ ମନ୍ତ୍ରୀ ଡାକିଲେ ବୈଠକ, ଯୋଗ ଦେବେ ବିଭିନ୍ନ ବିଭାଗର ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଡାକିଲେ ବୈଠକ । ଉପସ୍ଥିତ ରହିବେ ଏସଆରସିଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ । ଆଜି ଦିନ ୧୧ଟାରେ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି ।

ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସ୍କୁଲ, ଅଙ୍ଗନୱାଡିକୁ ୧୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ