Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଦିନ ୧୧ଟା ସମୟରେ ନୀଳାଦ୍ରି ଭକ୍ତ ନିବାସ ପରିସରରେ ବୈଠକ ଅଛି । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାକୁ ଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଏଥିରେ ପ୍ରମୁଖ ପ୍ରସଙ୍ଗ ରହିବ । ଆସନ୍ତା ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା