Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା । ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗତକାଲି ପ୍ରସ୍ତାବ ଦେଇଛି ସ୍ୱତନ୍ତ୍ର ତଦାରଖ କମିଟି । ରତ୍ନଭଣ୍ଡାର ଅସଲି ଚାବିରେ ଖୋଲାଯିବ, ଯଦି ଚାବି ନ ମିଳେ ତେବେ ତାଲା ଭଙ୍ଗା ଯିବ ଓ ଏହାକୁ ସାର୍ବଜନୀନ ମଧ୍ୟ କରାଯିବ । ସେଠାରେ ଥିବା ସମସ୍ତ ଜିନିଷର ଡିଜିଟାଲ ଫଟୋ ଉତ୍ତୋଳନ ମଧ୍ୟ ହେବ । ତାହାସହିତ ଏହାର କ୍ୟାଟେଲକ ମଧ୍ୟ ତିଆରି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି