Masthead

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା । ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗତକାଲି ପ୍ରସ୍ତାବ ଦେଇଛି ସ୍ୱତନ୍ତ୍ର ତଦାରଖ କମିଟି । ରତ୍ନଭଣ୍ଡାର ଅସଲି ଚାବିରେ ଖୋଲାଯିବ, ଯଦି ଚାବି ନ ମିଳେ ତେବେ ତାଲା ଭଙ୍ଗା ଯିବ ଓ ଏହାକୁ ସାର୍ବଜନୀନ ମଧ୍ୟ କରାଯିବ । ସେଠାରେ ଥିବା ସମସ୍ତ ଜିନିଷର ଡିଜିଟାଲ ଫଟୋ ଉତ୍ତୋଳନ ମଧ୍ୟ ହେବ । ତାହାସହିତ ଏହାର କ୍ୟାଟେଲକ ମଧ୍ୟ ତିଆରି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ