କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀରେ ମାଓ ମୁକାବିଲା ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଓଡ଼ିଶାରୁ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ବୈଠକରେ ଯୋଗଦେଇଛନ୍ତି। ବିଭିନ୍ନ ରାଜ୍ୟରେ ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ନେଇ ଆଲୋଚନା କରାଯାଇଛି ।

ନକ୍ସଲବାଦ ମାନବିକତା ପ୍ରତି ଏକ ଅଭିଶାପ। ଏହାର ମୂଳତ୍ପାଟନ ଲାଗି ସରକାରଙ୍କ କାର୍ୟ୍ୟ ଜାରି ରହିଛି ବୋଲି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ବୈଠକରେ ଗୁଇନ୍ଦା ବିଭାଗ, ଏନଆଇଏ, ବିଏସଏଫ୍, ଏନଏସଜି, ସିଆରପିଏଫ୍ ଏବଂ ଏସଏସଜିର ଡିଜି ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’