Masthead

ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଉପ ମୁଖ୍ୟମନ୍ତ୍ରୀ । ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହ ରାଜ୍ୟ ଅତିଥି ଭବନରେ ଚାଲିଛି ବୈଠକ । ୧୦୦ ଦିନିଆ କାର୍ଯ୍ୟ ଖସଡ଼ାକୁ ନେଇ ହୋଇଛି ଆଲୋଚନା । ଦିଲ୍ଲୀରୁ ଫେରିବା ପରେ ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ବୈଠକ କରୁଥିବା ବେଳେ ଏଥିରେ ସ୍ବାସ୍ଥ୍ୟ, ରାଜସ୍ବ, ଗଣଶିକ୍ଷା, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ, କୃଷି ବିଭାଗର ମନ୍ତ୍ରୀ ମାନେ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ