Masthead

ଅଘଟଣରୁ ଅଳ୍ପକେ ବର୍ତ୍ତିଲା ମେମୋ ଟ୍ରେନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣା ମନରୁ ନ ଲିଭୁଣୁ ପୁଣି ବାଲେଶ୍ୱର ଜିଲ୍ଲାରେ ଆଉ ଏକ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛି ମେମୁ ଟ୍ରେନ ।

ନୀଳଗିରି ଷ୍ଟେସନ ପାଖରେ ଦୁର୍ଘଟଣାରୁ ବର୍ତ୍ତିଛି ଏହି ଟ୍ରେନ । ଭଦ୍ରକରୁ ବାଲେଶ୍ୱରକୁ ଆସୁଥିବାବେଳେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛି ମେମୋ ଟ୍ରେନ । ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଦୁର୍ଘଟଣାରୁ ବର୍ତ୍ତିଛି ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର