Masthead

ଅଘଟଣରୁ ଅଳ୍ପକେ ବର୍ତ୍ତିଲା ମେମୋ ଟ୍ରେନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣା ମନରୁ ନ ଲିଭୁଣୁ ପୁଣି ବାଲେଶ୍ୱର ଜିଲ୍ଲାରେ ଆଉ ଏକ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛି ମେମୁ ଟ୍ରେନ ।

ନୀଳଗିରି ଷ୍ଟେସନ ପାଖରେ ଦୁର୍ଘଟଣାରୁ ବର୍ତ୍ତିଛି ଏହି ଟ୍ରେନ । ଭଦ୍ରକରୁ ବାଲେଶ୍ୱରକୁ ଆସୁଥିବାବେଳେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛି ମେମୋ ଟ୍ରେନ । ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଦୁର୍ଘଟଣାରୁ ବର୍ତ୍ତିଛି ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ