Masthead

ଅବସର ପ୍ରାପ୍ତ ଡାକ୍ତରଙ୍କୁ ଡକାଇଲା ସେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୋଭିଡ ନିୟନ୍ତ୍ରଣ ପାଇଁ ଅବସର ପ୍ରାପ୍ତ ଡାକ୍ତରଙ୍କୁ ଡକାଇଲା ସେନା । ଦୁଇ ବର୍ଷ ମଧ୍ୟରେ ଅବସର ନେଇଥିବା ଡାକ୍ତରଙ୍କୁ ଡକାଇଲା ସେନା । ଅବସର ନେଇଥିବା ଡାକ୍ତର ମାନଙ୍କ ଘର ନିକଟରେ ଥିବା କୋଭିଡ ହସ୍ପିଟାଲରେ କାର୍ଯ୍ୟ କରିବାକୁ ସେନା ନିର୍ଦ୍ଦେଶ ଦେଇଛି । ସିଡିଏସ ବିପିନ ରାୱତ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ସେନା ଏହି ନିର୍ଦ୍ଦେଶ ଦେଇଛି ।

ଭାରତରେ କରୋନା ସ୍ଥିତି ଉଦବେଗ ଜନକ ଥିବାରୁ ଦେଶବାସୀଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସେନା ଏଭଳି ପଦକ୍ଷେପ ନେଇଛି । ଖାଲି ଡାକ୍ତର ନୁହନ୍ତି ୨ବର୍ଷ ମଧ୍ୟରେ ସେନାରୁ ଅବସର ନେଇଥିବା ଅଫିସରମାନେ ମଧ୍ୟ ବର୍ତ୍ତମାନର ସଙ୍କଟ ସମୟରେ ସହଯୋଗର ହାତ ବଢାଇବାକୁ ସିଡିଏସ ରାୱତ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା