Masthead

ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇପାରିଲେନି ମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ଲକ ସ୍ତରରେ ସରକାରୀ ସେବା ହାସଲ ଲାଗି ରାଜ୍ୟର ୫୭ ପ୍ରତିଶତ ଲୋକ ଲାଞ୍ଚ ଦେଉଛନ୍ତି । ରାଜ୍ୟ ଭିଜିଲାନ୍ସର ୨୦୦୬ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି । ଏବେ ସେହି ହାରରେ କେତେ ପରିବର୍ତ୍ତନ ଘଟିଛି? ଗତ ୫ ବର୍ଷରେ ପଞ୍ଚାୟତି ପ୍ରଶାସନ ଅଧିନସ୍ତ କେତେ କର୍ମଚାରୀ ଓ ନିର୍ବାଚିତ ପ୍ରତିନିଧିଙ୍କ ନାମରେ କେତେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି? ଅଭିଯୁକ୍ତ ମାନଙ୍କର କେତେ ସମ୍ପତ୍ତି ଠାବ କରାଯାଇଛି ବୋଲି ଖଣ୍ଡପଡା ବିଜେଡି ବିଧାୟକ ବିଧାନସଭାରେ ପ୍ରଶ୍ନ ପଚାରିଥିଲେ । ପଞ୍ଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିନଥିଲେ । କହିଥିଲେ, ତଥ୍ୟା ସଂଗ୍ରହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ